1 Chronicles 18:8 — Compare Translations

5 translations compared side by side

Odia - 1840
"ଦାଉଦ ଆହୁରି ମଧ୍ଯ ହଦ ରଷେରର ଟିଭତ୍ ଓ କୂନି ସହରରୁ ବହୁତ ପିତ୍ତଳ ଆଣିଲେ। ଶଲୋମନ ସହେି ପିତ୍ତଳରୁ ପିତ୍ତଳ ଜଳଧାର, ପିତ୍ତଳ ସ୍ତମ୍ଭ ଓ ଅନ୍ଯାନ୍ଯ ବସ୍ତୁ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ହଦରେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ବିସ୍ତର ପିତ୍ତଳ ଆଣିଲେ, ତଦ୍ଦ୍ଵାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଆହୁରି ମଧ୍ୟ ହଦରେଷରର ଟିଭତ୍ ଓ କୂନ୍ ସହରରୁ ବହୁତ ପିତ୍ତଳ ଆଣିଲେ। ଶଲୋମନ ସେହି ପିତ୍ତଳରୁ ପିତ୍ତଳ ଜଳଧାର, ପିତ୍ତଳ ସ୍ତମ୍ଭ ଓ ଅନ୍ୟାନ୍ୟ ବସ୍ତୁ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।