1 Chronicles 19:1 — Compare Translations
5 translations compared side by side
Odia - 1840
"ନାହଶ୍ ଅେମ୍ମାନୀୟ ଲୋକଙ୍କର ରାଜା ଥିଲେ। ନାହଶ୍ ମୃତ୍ଯୁ ଭୋଗ କଲେ ଓ ତାଙ୍କର ପୁତ୍ର ନୂତନ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟମାନେ ଦାଉଦଙ୍କ ଲୋକମାନଙ୍କୁ ଅପମାନିତ କଲେ ନାହଶ୍ ଅମ୍ମୋନୀୟ ଲୋକଙ୍କର ରାଜା ଥିଲେ। ନାହଶ୍ ମୃତ୍ୟୁ ଭୋଗ କଲେ ଓ ତାଙ୍କର ପୁତ୍ର ନୂତନ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।