1 Chronicles 19:10 — Compare Translations
5 translations compared side by side
Odia - 1840
"ଯୋୟାବ ଦେଖିଲେ ଯେ, ତାଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ଦୁଇ ଗୋଟି ସୈନ୍ଯଦଳ ପ୍ରସ୍ତୁତ ହାଇେଅଛନ୍ତି। ଗୋଟିଏ ଦଳ ତାଙ୍କର ସମ୍ମୁଖ ରେ ଅଛନ୍ତି ଓ ଅନ୍ୟଟି ପଶ୍ଚାତ ରେ ଅଛନ୍ତି। ତେଣୁ ଯୋୟାବ ଇଶ୍ରାୟେଲର କେତଜେଣ ସର୍ବୋତ୍କୃଷ୍ଟ ଯୋଦ୍ଧାଙ୍କୁ ବାଛିଲେ। ସେ ସମାନଙ୍କେୁ ଅରାମର ସୈନ୍ଯଦଳ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଦେଖିଲେ ଯେ, ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ଦୁଇ ଗୋଟି ସୈନ୍ୟଦଳ ପ୍ରସ୍ତୁତ ହୋଇଅଛନ୍ତି। ଗୋଟିଏ ଦଳ ତାଙ୍କର ସମ୍ମୁଖରେ ଅଛନ୍ତି ଓ ଅନ୍ୟଟି ପଶ୍ଚାତରେ ଅଛନ୍ତି। ତେଣୁ ଯୋୟାବ ଇସ୍ରାଏଲର କେତେଜଣ ସର୍ବୋତ୍କୃଷ୍ଟ ଯୋଦ୍ଧାଙ୍କୁ ବାଛିଲେ। ସେ ସେମାନଙ୍କୁ ଅରାମର ସୈନ୍ୟଦଳ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।