1 Chronicles 19:11 — Compare Translations

5 translations compared side by side

Odia - 1840
"ଯୋୟାବ ଅବୀଶଯଙ୍କ ଅଧୀନ ରେ ଇଶ୍ରାୟେଲର ଅବଶିଷ୍ଟ ସୈନ୍ଯଦଳକୁ ରଖିଲେ। ଅବୀଶଯ ଯୋୟାବଙ୍କ ଭ୍ରାତା ଥିଲେ। ସହେି ସୈନ୍ଯମାନେ ଅେମ୍ମାନୀୟ ସୈନ୍ଯଦଳ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ବାହାରି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଅବୀଶୟଙ୍କ ଅଧୀନରେ ଇସ୍ରାଏଲର ଅବଶିଷ୍ଟ ସୈନ୍ୟଦଳକୁ ରଖିଲେ। ଅବୀଶୟ ଯୋୟାବଙ୍କ ଭ୍ରାତା ଥିଲେ। ସେହି ସୈନ୍ୟମାନେ ଅମ୍ମୋନୀୟ ସୈନ୍ୟଦଳ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।