1 Chronicles 19:12 — Compare Translations

5 translations compared side by side

Odia - 1840
"ଯୋୟାବ ଅବୀଶଯଙ୍କୁ କହିଲେ, ଯଦି ଅରାମର ସୈନ୍ଯଦଳ ମାେ' ନିମନ୍ତେ ପ୍ରବଳ ହୁଅନ୍ତି, ତବେେ ତୁମ୍ଭେ ମାେତେ ନିତାନ୍ତ ସାହାୟ୍ଯ କରିବ। କିନ୍ତୁ ଯଦି ଅେମ୍ମାନୀୟ ସୈନ୍ଯଦଳ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତବେେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କହିଲା, ଯେବେ ଅରାମୀୟମାନେ ମୋତେ ବଳିବେ, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯେବେ ଅମ୍ମୋନ-ସନ୍ତାନମାନେ ତୁମ୍ଭକୁ ବଳିବେ, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଅବୀଶୟଙ୍କୁ କହିଲେ, “ଯଦି ଅରାମର ସୈନ୍ୟଦଳ ମୋ’ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋତେ ନିତାନ୍ତ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ସୈନ୍ୟଦଳ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭକୁ ସାହାଯ୍ୟ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।