1 Chronicles 19:13 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ପରମେଶ୍ବରଙ୍କ ନଗର ଓ ଆମ୍ଭମାନଙ୍କର ଲୋକମାନଙ୍କ ନିମନ୍ତେ ୟୁଦ୍ଧ କରିବାକୁ ଆସିଅଛୁ, ଆମ୍ଭମାନେେ ସାହସୀ ଓ ବଳବାନ ହେଉ! ସଦାପ୍ରଭୁ ଯାହା ଉତ୍ତମ ମନେ କରନ୍ତି, ତାହା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗର ଓ ଆମ୍ଭମାନଙ୍କର ଲୋକମାନଙ୍କ ନିମନ୍ତେ ଯୁଦ୍ଧ କରିବାକୁ ଆସିଅଛୁ, ଆମ୍ଭେମାନେ ସାହସୀ ଓ ବଳବାନ ହେଉ! ସଦାପ୍ରଭୁ ଯାହା ଉତ୍ତମ ମନେ କରନ୍ତି, ତାହା କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”