1 Chronicles 19:14 — Compare Translations
5 translations compared side by side
Odia - 1840
"ଯୋୟାବଙ୍କ ସୈନ୍ଯବାହିନୀ ଅରାମର ସୈନ୍ଯଦଳକୁ ଆକ୍ରମଣ କଲେ। ଅରାମର ସୈନ୍ଯଦଳ ଯୋୟାବ ଓ ତାଙ୍କର ସୈନ୍ଯବାହିନୀଠାରୁ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବଙ୍କ ସୈନ୍ୟବାହିନୀ ଅରାମର ସୈନ୍ୟଦଳକୁ ଆକ୍ରମଣ କଲେ। ଅରାମର ସୈନ୍ୟଦଳ ଯୋୟାବ ଓ ତାଙ୍କର ସୈନ୍ୟବାହିନୀଠାରୁ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।