1 Chronicles 19:15 — Compare Translations
5 translations compared side by side
Odia - 1840
"ଅେମ୍ମାନୀୟ ସୈନ୍ଯଦଳ ଦେଖିଲେ ଯେ, ଅରାମର ସୈନ୍ଯଦଳ ପଳାଯନ କରୁଅଛନ୍ତି, ତେଣୁ ସମାନେେ ମଧ୍ଯ ପଳାଯନ କଲେ। ସମାନେେ ଅବୀଶଯ ଓ ତାଙ୍କର ସୈନ୍ଯଦଳଠାରୁ ପଳାଯନ କଲେ। ଅେମ୍ମାନୀୟମାନେ ସମାନଙ୍କେ ନଗରକୁ ଫରେିଗଲେ ଓ ଯୋୟାବ ୟିରୁଶାଲମକୁ ଫରେିଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟ ସୈନ୍ୟଦଳ ଦେଖିଲେ ଯେ, ଅରାମର ସୈନ୍ୟଦଳ ପଳାୟନ କରୁଅଛନ୍ତି, ତେଣୁ ସେମାନେ ମଧ୍ୟ ପଳାୟନ କଲେ। ସେମାନେ ଅବୀଶୟ ଓ ତାଙ୍କର ସୈନ୍ୟଦଳଠାରୁ ପଳାୟନ କଲେ। ଅମ୍ମୋନୀୟମାନେ ସେମାନଙ୍କ ନଗରକୁ ଫେରିଗଲେ ଓ ଯୋୟାବ ଯିରୁଶାଲମକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।