1 Chronicles 19:16 — Compare Translations
5 translations compared side by side
Odia - 1840
"ଅରାମୀଯ ନେତାମାନେ ଦେଖିଲେ ଯେ, ଇଶ୍ରାୟେଲ ସମାନଙ୍କେୁ ପରାଜିତ କରିଅଛି। ତେଣୁ ସମାନେେ ଫରାତ୍ ନଦୀର ପୂର୍ବଆଡ଼େ ବାସ କରୁଥିବା ଅରାମୀଯ ଲୋକମାନଙ୍କଠାରୁ ସାହାୟ୍ଯ ମାଗିବା ନିମନ୍ତେ ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କଲେ। ଶୋଫକ୍ ଅରାମରୁ ଆସିଥିବା ହଦ ରଷେରଙ୍କ ସୈନ୍ଯଦଳର ସନୋପତି ଥିଲେ। ଶୋଫକ୍ ଅନ୍ୟ ଅରାମୀଯ ସୈନ୍ଯଦଳକୁ ମଧ୍ଯ ପରିଚାଳିତ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ । ହଦରେଷରର ସେନାପତି ଶୋଫକ୍ ସେମାନଙ୍କର ଅଗ୍ରଣୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମୀୟ ନେତାମାନେ ଦେଖିଲେ ଯେ, ଇସ୍ରାଏଲ ସେମାନଙ୍କୁ ପରାଜିତ କରିଅଛି। ତେଣୁ ସେମାନେ ଫରାତ୍ ନଦୀର ପୂର୍ବଆଡ଼େ ବାସ କରୁଥିବା ଅରାମୀୟ ଲୋକମାନଙ୍କଠାରୁ ସାହାଯ୍ୟ ମାଗିବା ନିମନ୍ତେ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ଶୋଫକ୍ ଅରାମରୁ ଆସିଥିବା ହଦରେଷରଙ୍କ ସୈନ୍ୟଦଳର ସେନାପତି ଥିଲେ। ଶୋଫକ୍ ଅନ୍ୟ ଅରାମୀୟ ସୈନ୍ୟଦଳକୁ ମଧ୍ୟ ପରିଗ୍ଭଳିତ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍ ସେମାନଙ୍କର ଅଗ୍ରଣୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍ ସେମାନଙ୍କର ଅଗ୍ରଣୀ ଥିଲା।