1 Chronicles 19:18 — Compare Translations

5 translations compared side by side

Odia - 1840
"ଦାଉଦ ଓ ତାଙ୍କର ସୈନ୍ଯବାହିନୀ 7,000 ଅରାମୀଯ ରଥଚାଳକ ଓ 40,000 ଅରାମୀଯ ସୈନ୍ଯଙ୍କୁ ହତ୍ଯା କଲେ। ଦାଉଦ ଓ ତାଙ୍କର ସୈନ୍ଯବାହିନୀ ଅରାମୀଯ ସୈନ୍ଯଦଳର ସନୋପତି ଶୋଫକକୁ ମଧ୍ଯ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ସହସ୍ର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ତାଙ୍କର ସୈନ୍ୟବାହିନୀ 7000 ଅରାମୀୟ ରଥଗ୍ଭଳକ ଓ 40,000 ଅରାମୀୟ ସୈନ୍ୟଙ୍କୁ ହତ୍ୟା କଲେ। ଦାଉଦ ଓ ତାଙ୍କର ସୈନ୍ୟବାହିନୀ ଅରାମୀୟ ସୈନ୍ୟଦଳର ସେନାପତି ଶୋଫକକୁ ମଧ୍ୟ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।