1 Chronicles 19:5 — Compare Translations

5 translations compared side by side

Odia - 1840
"ଦାଉଦଙ୍କର ଦାସମାନେ ଗୃହକୁ ଫରେିୟିବା ନିମନ୍ତେ ଅତ୍ଯନ୍ତ ଲଜ୍ଜାବୋଧ କଲେ। କେତକେ ଲୋକ ଦାଉଦଙ୍କ ନିକଟକୁ ଗଲେ ଓ ତାଙ୍କ ଲୋକମାନଙ୍କ ପ୍ରତି କ'ଣ ଘଟିଛି, ତାହା ତାଙ୍କୁ ଜଣାଇଲେ। ତେଣୁ ଦାଉଦ ତାଙ୍କର ଲୋକମାନଙ୍କ ନିକଟକୁ ଏହି ବାର୍ତ୍ତା ପଠାଇ କହିଲେ, ତୁମ୍ଭର ଦାଢ଼ି ଆଉ ଥରେ ବଢ଼ିବା ପର୍ୟ୍ଯନ୍ତ ଯିରୀହାେ ସହର ରେ ରୁହ। ଏହାପରେ ତୁମ୍ଭେ ଗୃହକୁ ଫରେିଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେନ୍ତକାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ । ପୁଣି ରାଜା କହିଲେ, ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରିଆସ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଦାସମାନେ ଗୃହକୁ ଫେରିଯିବା ନିମନ୍ତେ ଅତ୍ୟନ୍ତ ଲଜ୍ଜାବୋଧ କଲେ। କେତେକ ଲୋକ ଦାଉଦଙ୍କ ନିକଟକୁ ଗଲେ ଓ ତାଙ୍କ ଲୋକମାନଙ୍କ ପ୍ରତି କ’ଣ ଘଟିଛି, ତାହା ତାଙ୍କୁ ଜଣାଇଲେ। ତେଣୁ ଦାଉଦ ତାଙ୍କର ଲୋକମାନଙ୍କ ନିକଟକୁ ଏହି ବାର୍ତ୍ତା ପଠାଇ କହିଲେ, “ତୁମ୍ଭର ଦାଢ଼ି ଆଉ ଥରେ ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ସହରରେ ରୁହ। ଏହା ପରେ ତୁମ୍ଭେ ଗୃହକୁ ଫେରି ଆସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରିଆସ।”