1 Chronicles 19:6 — Compare Translations
5 translations compared side by side
Odia - 1840
"ଅେମ୍ମାନୀୟ ଲୋକମାନେ ଦେଖିଲେ ଯେ, ସମାନେେ ନିଜକୁ ଦାଉଦଙ୍କର ଅତ୍ଯନ୍ତ ଘୃଣ୍ଯ ଶତ୍ରୁ କରିଅଛନ୍ତି। ଏହାପରେ ହାନୂନ ଓ ଅେମ୍ମାନୀୟ ଏକ ସହସ୍ର ତାଳନ୍ତ ରୂପା ଦଇେ ମସୋପଟୋମିଯାର ଅରାମସ୍ଥ ମାଖାରୁ ଓ ସୋବାରୁ ରଥ ଓ ରଥଚାଳକମାନଙ୍କୁ କିଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ଵରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ମେସୋପଟାମିଆ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ଵାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳ; ରୂପା ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟ ଲୋକମାନେ ଦେଖିଲେ ଯେ, ସେମାନେ ନିଜକୁ ଦାଉଦଙ୍କର ଅତ୍ୟନ୍ତ ଘୃଣ୍ୟ ଶତ୍ରୁ କରିଅଛନ୍ତି। ଏହା ପରେ ହାନୂନ୍ ଓ ଅମ୍ମୋନୀୟ ଏକ ସହସ୍ର ତାଳନ୍ତ ରୂପା ଦେଇ ମେସୋପଟେମିୟାର ଅରାମସ୍ଥ ମାଖାରୁ ଓ ସୋବାରୁ ରଥ ଓ ରଥଗ୍ଭଳକମାନଙ୍କୁ କିଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)