1 Chronicles 19:7 — Compare Translations
5 translations compared side by side
Odia - 1840
"ଅେମ୍ମାନୀୟ ଲୋକେ 32,000 ରଥ କିଣିଲେ ମଧ୍ଯ ସମାନଙ୍କେୁ ସାହାୟ୍ଯ କରିବା ନିମନ୍ତେ ସମାନେେ ମାଖାର ରାଜା ଓ ତାଙ୍କର ଲୋକମାନଙ୍କୁ ଅର୍ଥ ଦେଲେ। ମାଖାର ରାଜା ଓ ତାଙ୍କର ଲୋକମାନେ ମଦବୋ ସହର ନିକଟରେ ଛାଉଣୀ ସ୍ଥାପନ କଲେ। ଅେମ୍ମାନୀୟ ଲୋକମାନେ ନିଜେ ମଧ୍ଯ ସହରରୁ ବାହାରି ଆସିଲେ ଓ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ । ପୁଣି ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟ ଲୋକେ 32,000 ରଥ କିଣିଲେ ମଧ୍ୟ ସେମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସେମାନେ ମାଖାର ରାଜା ଓ ତାଙ୍କର ଲୋକମାନଙ୍କୁ ଅର୍ଥ ଦେଲେ। ମାଖାର ରାଜା ଓ ତାଙ୍କର ଲୋକମାନେ ମେଦବା ସହର ନିକଟରେ ଛାଉଣି ସ୍ଥାପନ କଲେ। ଅମ୍ମୋନୀୟ ଲୋକମାନେ ନିଜେ ମଧ୍ୟ ସହରରୁ ବାହାରି ଆସିଲେ ଓ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।