1 Chronicles 19:8 — Compare Translations

5 translations compared side by side

Odia - 1840
"ଅେମ୍ମାନୀୟ ଲୋକମାନେ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହେଉଛନ୍ତି ବୋଲି ଦାଉଦ ଶୁଣିବାକୁ ପାଇଲେ। ତେଣୁ ଅେମ୍ମାନୀୟ ଲୋକମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ସେ ଯୋୟାବ ଓ ଇଶ୍ରାୟେଲର ସମସ୍ତ ସୈନ୍ଯ ବାହିନୀକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟସମସ୍ତଙ୍କୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟ ଲୋକମାନେ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେଉଛନ୍ତି ବୋଲି ଦାଉଦ ଶୁଣିବାକୁ ପାଇଲେ। ତେଣୁ ଅମ୍ମୋନୀୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେ ଯୋୟାବ ଓ ଇସ୍ରାଏଲର ସମସ୍ତ ସୈନ୍ୟବାହିନୀକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।