1 Chronicles 19:9 — Compare Translations

5 translations compared side by side

Odia - 1840
"ଅେମ୍ମାନୀୟ ଲୋକମାନେ ବାହାରି ଆସିଲେ ଓ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇଗେଲେ। ସମାନେେ ନଗର-ଦ୍ବାର ନିକଟରେ ଥିଲେ। ଯେଉଁ ରାଜାମାନେ ସାହାୟ୍ଯ କରିବାକୁ ଆସିଥିଲେ, ସମାନେେ ବାହା ରେ ଥିବା କ୍ଷେତ୍ରଗୁଡ଼ିକ ମଧିଅରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ଵାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟ ଲୋକମାନେ ବାହାରି ଆସିଲେ ଓ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇଗଲେ। ସେମାନେ ନଗର-ଦ୍ୱାର ନିକଟରେ ଥିଲେ। ଯେଉଁ ରାଜାମାନେ ସାହାଯ୍ୟ କରିବାକୁ ଆସିଥିଲେ, ସେମାନେ ବାହାରେ ଥିବା କ୍ଷେତ୍ରଗୁଡ଼ିକ ମଧ୍ୟରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।