1 Chronicles 2:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲଙ୍କର ପୁତ୍ରମାନେ ଥିଲେ ରୁବନ୍େ,ଶିମିଯୋନ, ଲବେୀ, ଯିହୁଦା, ଇଷାଖର, ସବୂଲୂନ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ୍, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୁନ୍;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲଙ୍କର ପୁତ୍ରଗଣ ଇସ୍ରାଏଲଙ୍କର ପୁତ୍ରମାନେ ଥିଲେ ରୁବେନ୍, ଶିମିୟୋନ, ଲେବୀ, ଯିହୁଦା, ଇଷାଖର, ସବୂଲୂନ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;
Odia IRV 2017 (ଓଡିଆ ବାଇବେଲ)
ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;