1 Chronicles 2:10 — Compare Translations
5 translations compared side by side
Odia - 1840
"ରାମ୍ ଅମ୍ମୀନାଦବଙ୍କର ପିତା ଥିଲେ ଓ ଅମ୍ମୀନାଦବ ଯିହୁଦାର ପରିବାରବର୍ଗ ମୁଖ୍ଯ ନ ହଶାେନଙ୍କର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି ଅମ୍ମୀନାଦବ୍ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାମ୍ର ବଂଶଧରଗଣ ରାମ୍ ଅମ୍ମୀନାଦବଙ୍କର ପିତା ଥିଲେ ଓ ଅମ୍ମୀନାଦବ ଯିହୁଦାର ପରିବାରବର୍ଗର ମୁଖ୍ୟ ନହଶୋନଙ୍କର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନ୍କୁ ଜାତ କଲା।