1 Chronicles 2:13 — Compare Translations
5 translations compared side by side
Odia - 1840
"ୟିଶୀ ଇଲିଯାବଙ୍କର ପିତା ଥିଲେ। ଇଲିଯାବ ୟିଶୀଙ୍କର ପ୍ରଥମ ଜାତ ପୁତ୍ର ଥିଲେ। ୟିଶୀଙ୍କର ଦ୍ବିତୀୟ ପୁତ୍ର ଥିଲେ ଅବିନାଦବ, ତାଙ୍କର ତୃତୀୟ ପୁତ୍ର ଥିଲେ ଶମ୍ମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବକୁ ଓ ଦ୍ଵିତୀୟ ଅବୀନାଦବକୁ ଓ ତୃତୀୟ ଶମ୍ମକୁ;
Odia Bible ERV 2004 (ପବିତ୍ର ବାଇବଲ)
ଯିଶୀ ଇଲିୟାବଙ୍କର ପିତା ଥିଲେ। ଇଲିୟାବ ଯିଶୀଙ୍କର ପ୍ରଥମଜାତ ପୁତ୍ର ଥିଲେ। ଯିଶୀଙ୍କର ଦ୍ୱିତୀୟ ପୁତ୍ର ଥିଲେ ଅବିନାଦବ, ତାଙ୍କର ତୃତୀୟ ପୁତ୍ର ଥିଲେ ଶମ୍ମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;