1 Chronicles 2:15 — Compare Translations
5 translations compared side by side
Odia - 1840
"ଓତସମ ୟିଶୀଙ୍କର ଷଷ୍ଠ ପୁତ୍ର ଥିଲେ ଓ ଦାଉଦ ଥିଲେ ତାଙ୍କର ସପ୍ତମ ପୁତ୍ର। ସମାନଙ୍କେର ଭଉଣୀମାନେ ଥିଲେ ସରୁଯା ଓ ଅବୀଗର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଷଷ୍ଠ ଓତ୍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଓତ୍ସମ ଯିଶୀଙ୍କର ଷଷ୍ଠ ପୁତ୍ର ଥିଲେ ଓ ଦାଉଦ ଥିଲେ ତାଙ୍କର ସପ୍ତମ ପୁତ୍ର। ସେମାନଙ୍କର ଭଉଣୀମାନେ ଥିଲେ ସରୁୟା ଓ ଅବୀଗଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଷଷ୍ଠ ଓତ୍ସମ୍କୁ, ସପ୍ତମ ଦାଉଦଙ୍କୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ଷଷ୍ଠ ଓତ୍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା;