1 Chronicles 2:17 — Compare Translations

5 translations compared side by side

Odia - 1840
"ଅବୀଯଲେ ଅମାସାର ମାତା ଥିଲେ। ଅମାସାଙ୍କର ପିତା ଥିଲେ ଯେଥର। ଏହି ଯେଥର୍ ଇଶମାଯଲେୀଯ ଲୋକଙ୍କ ମଧ୍ଯରୁ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବୀଗଲ ଅମାସାକୁ ଜାତ କଲାନ୍ତଏହି ଅମାସାର ପିତା ଇଶ୍ମାଏଲୀୟ ଯେଥର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଗଲ ଅମାସାର ମାତା ଥିଲେ। ଅମାସାଙ୍କର ପିତା ଥିଲେ ଯେଥର। ଏହି ଯେଥର୍ ଇ‌ଶ୍‌ମାୟେଲୀୟ ଲୋକଙ୍କ ମଧ୍ୟରୁ ଆସିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବୀଗଲ ଅମାସାଙ୍କୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବୀଗଲ ଅମାସାକୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।