1 Chronicles 2:18 — Compare Translations

5 translations compared side by side

Odia - 1840
"କାଲେବ୍ ହିଷ୍ରୋଣଙ୍କର ପୁତ୍ର ଥିଲେ। କାଲବଙ୍କେର ନିଜ ସ୍ତ୍ରୀ ଅସୂବାରଙ୍କଠାରୁ ସନ୍ତାନ ଜନ୍ମ ହାଇେଥିଲେ। ଅସୂବାର ୟିରୀଯୋତର କନ୍ଯା ଥିଲେ। ଅସୂବାରଙ୍କର ପୁତ୍ରମାନେ ଥିଲେ: ଯେଶର, ଶୋବବ୍ ଓ ଅର୍ଦୋନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହିଷ୍ରୋଣର ପୁତ୍ର କାଲେବ୍ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
‌‌‌କାଲେ‌ବଙ୍କର ବଂଶଧରଗଣ କାଲେବ୍ ହିଷ୍ରୋଣଙ୍କର ପୁତ୍ର ଥିଲେ। ‌‌‌କାଲେ‌ବଙ୍କର ନିଜ ସ୍ତ୍ରୀ ଅସୂବାରଙ୍କଠାରୁ ସନ୍ତାନ ଜନ୍ମ ହୋଇଥିଲେ। ଅସୂବାର ଯିରୀୟୋତର କନ୍ୟା ଥିଲେ। ଅସୂବାରଙ୍କର ପୁତ୍ରମାନେ ଥିଲେ: ଯେଶର, ଶୋବବ୍ ଓ ଅର୍ଦୋନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।