1 Chronicles 2:19 — Compare Translations
5 translations compared side by side
Odia - 1840
"ଅସୁବାରଙ୍କର ମୃତ୍ଯୁ ପରେ କାଲବେ ଇଫ୍ରାଥାଙ୍କୁ ବିବାହ କଲେ। କାଲବେ ଓ ଇଫ୍ରାଥାଙ୍କର ଗୋଟିଏ ପୁତ୍ର ହେଲା। ସମାନେେ ତାହାର ନାମ ହୂର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅସୂବା ମଲା ଉତ୍ତାରେ କାଲେବ୍ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅସୁବାରଙ୍କର ମୃତ୍ୟୁ ପରେ କାଲେବ ଇଫ୍ରାଥାଙ୍କୁ ବିବାହ କଲେ। କାଲେବ ଓ ଇଫ୍ରାଥାଙ୍କର ଗୋଟିଏ ପୁତ୍ର ହେଲା। ସେମାନେ ତାହାର ନାମ ହୂର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।