1 Chronicles 2:21 — Compare Translations

5 translations compared side by side

Odia - 1840
"ପରେ, ହିଷ୍ରୋଣ ଷାଠିଏ ବର୍ଷ ବଯସ ରେ ମାଖୀରଙ୍କର ଝିଅକୁ ବିବାହ କଲେ। ମାଖୀର ଗିଲିଯଦ୍ଙ୍କର ପିତା ଥିଲେ। ହିଷ୍ରୋଣ ମାଖୀରଙ୍କ ଝିଅ ସହିତ ସହବାସ କଲେ ଓ ସେ ସରୂବଙ୍କୁ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ହିଷ୍ରୋଣ୍ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକି ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରେ, ହିଷ୍ରୋଣ ଷାଠିଏ ବର୍ଷ ବୟସରେ ମାଖୀରଙ୍କର ଝିଅକୁ ବିବାହ କଲେ। ମାଖୀର ଗିଲିୟ‌ଦଙ୍କର ପିତା ଥିଲେ। ହିଷ୍ରୋଣ ମାଖୀରଙ୍କ ଝିଅ ସହିତ ସହବାସ କଲେ ଓ ସେ ସଗୂବଙ୍କୁ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।