1 Chronicles 2:22 — Compare Translations

5 translations compared side by side

Odia - 1840
"ସରୂବ ୟାଯୀରଙ୍କର ପିତା ଥିଲେ। ଗିଲିଯଦ ଦେଶ ରେ ୟାଯୀରଙ୍କର ତଇେଶ ଗୋଟି ସହର ଥିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଗୂବ ଯାୟୀରଙ୍କର ପିତା ଥିଲେ। ଗିଲିୟଦ ଦେଶରେ ଯାୟୀରଙ୍କର ତେଇଶ୍ ଗୋଟି ସହର ଥିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।
Odia IRV 2017 (ଓଡିଆ ବାଇବେଲ)
ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।