1 Chronicles 2:24 — Compare Translations
5 translations compared side by side
Odia - 1840
"ହିଷ୍ରୋଣ ମୃତ୍ଯୁବରଣ କଲାପରେ, କାଲବଙ୍କେର ସ୍ତ୍ରୀ ଇଫ୍ରଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀ ନାମ ଅବିଯାହ) ସହେି ପୁତ୍ରର ନାମ ଦିଆଗଲା ଅହୂସର। ଅହୂସର ତକୋଯ ସହର ପ୍ରତିଷ୍ଠା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହିଷ୍ରୋଣ କାଲେବ୍-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟାହ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହିଷ୍ରୋଣ ମୃତ୍ୟୁବରଣ କଲାପରେ, କାଲେବଙ୍କର ସ୍ତ୍ରୀ ଇଫ୍ରାଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀର ନାମ ଅବିୟାହ) ସେହି ପୁତ୍ରର ନାମ ଦିଆଗଲା ଅସ୍ହୂର। ଅସ୍ହୂର ତକୋୟ ସହର ପ୍ରତିଷ୍ଠା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା।