1 Chronicles 2:25 — Compare Translations

5 translations compared side by side

Odia - 1840
"ୟିରହମଲେ ହିଷ୍ରୋଣଙ୍କର ପ୍ରଥମ ପୁତ୍ର ଥିଲେ। ୟିରହମଲଙ୍କେର ପୁତ୍ରମାନେ ଥିଲେ ରାମ, ବୁନା, ଓରଣ, ଓତସମ ଓ ଅହିଯ। ରାମ ୟିରହମଲଙ୍କେର ପ୍ରଥମ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍, ତହିଁ ଉତ୍ତାରେ ବୂନା ଓ ଓରଣ ଓ ଓତ୍ସମ୍ ଓ ଅହୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରହମେଲଙ୍କର ବଂଶଧରଗଣ ଯିରହମେଲ ହିଷ୍ରୋଣଙ୍କର ପ୍ରଥମ ପୁତ୍ର ଥିଲେ। ଯିରହମେଲଙ୍କର ପୁତ୍ରମାନେ ଥିଲେ ରାମ୍, ବୁନା, ଓରଣ, ଓତ୍‌ସମ ଓ ଅହିୟ। ରାମ୍ ଯିରହମେଲଙ୍କର ପ୍ରଥମ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍‍ ଓ ଅହୀୟ।
Odia IRV 2017 (ଓଡିଆ ବାଇବେଲ)
ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍‍ସମ୍‍ ଓ ଅହୀୟ।