1 Chronicles 2:26 — Compare Translations

5 translations compared side by side

Odia - 1840
"ୟିରହମଲଙ୍କେର ଅଟାରା ନାମ ରେ ଆଉ ଜଣେ ସ୍ତ୍ରୀ ଥିଲେ। ଏହି ଅଟାରା, ନାସଙ୍କର ମାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା ।
Odia Bible ERV 2004 (ପବିତ୍ର ବାଇବଲ)
ଯିରହମେଲଙ୍କର ଅଟାରା ନାମରେ ଆଉ ଜଣେ ସ୍ତ୍ରୀ ଥିଲେ। ଏହି ଅଟାରା, ଓନମର ମାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମ୍‍ର ମାତା।