1 Chronicles 2:28 — Compare Translations

5 translations compared side by side

Odia - 1840
"ଓନମଙ୍କର ପୁତ୍ରମାନେ ଥିଲେ: ଶମ୍ମଯ ଓ ୟାଦା। ଶମ୍ମଯଙ୍କର ପୁତ୍ରମାନେ ଥିଲେ: ନାଦବ ଓ ଅବୀଶୂର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍ ଓ ଅବୀଶୂର ।
Odia Bible ERV 2004 (ପବିତ୍ର ବାଇବଲ)
ଓନମଙ୍କର ପୁତ୍ରମାନେ ଥିଲେ: ଶମ୍ମୟ ଓ ଯାଦା। ଶମ୍ମୟଙ୍କର ପୁତ୍ରମାନେ ଥିଲେ: ନାଦବ ଓ ଅବୀଶୂର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।
Odia IRV 2017 (ଓଡିଆ ବାଇବେଲ)
ଆଉ ଓନମ୍‍ର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।