1 Chronicles 2:29 — Compare Translations

5 translations compared side by side

Odia - 1840
"ଅବୀଶୂରଙ୍କର ପତ୍ନୀଙ୍କର ନାମ ଥିଲା: ଅବୀହଯିଲ୍। ସମାନଙ୍କେର ଦୁଇ ପୁତ୍ର ଥିଲେ। ସହେି ପୁତ୍ରମାନଙ୍କର ନାମ ଥିଲା: ଅହବାନ୍ ଓ ମାେଲୀଦ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍ ଓ ସେ ତାହାର ଔରସରେ ଅହବାନ୍ ଓ ମୋଲୀଦକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଶୂରଙ୍କର ପତ୍ନୀଙ୍କର ନାମ ଥିଲା: ଅବୀହୟୀଲ୍। ସେମାନଙ୍କର ଦୁଇ ପୁତ୍ର ଥିଲେ। ସେହି ପୁତ୍ରମାନଙ୍କର ନାମ ଥିଲା: ଅହବାନ୍ ଓ ମୋଲୀଦ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍‍ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।