1 Chronicles 2:3 — Compare Translations

5 translations compared side by side

Odia - 1840
"ଯିହୁଦାଙ୍କର ପୁତ୍ରମାନେ ଥିଲେ ଏର୍, ଓନନ୍ ଓ ଶଲୋ, ବତ୍ଶୂଯା। ସମାନଙ୍କେର ମାତା ବତ୍ଶୂଯା କିଣାନ୍ ଦେଶରୁ ଆଗତା ଜଣେ ସ୍ତ୍ରୀ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଯିହୁଦାଙ୍କର ପ୍ରଥମ ପୁତ୍ର ଏଲ୍ ଅତ୍ଯନ୍ତ ମନ୍ଦ ଥିଲା। ତେଣୁ ସଦାପ୍ରଭୁ ତାହାକୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ପୁତ୍ରଗଣ; ଯଥା ଏର୍ ଓ ଓନନ୍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍ଶୂୟାଠାରୁ ଜାତ ହୋଇଥିଲେ । ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାଙ୍କର ପୁତ୍ରଗଣ ଯିହୁଦାଙ୍କର ପୁତ୍ରମାନେ ଥିଲେ ଏର୍, ଓନନ୍ ଓ ଶେଲା। ସେମାନଙ୍କର ମାତା ବତ୍‌ଶୂୟା କିଣାନ୍ ଦେଶରୁ ଆଗତା ଜଣେ ସ୍ତ୍ରୀ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଯିହୁଦାଙ୍କର ପ୍ରଥମ ପୁତ୍ର ଏର୍ ଅତ୍ୟନ୍ତ ମନ୍ଦ ଥିଲା। ତେଣୁ ସଦାପ୍ରଭୁ ତାହାକୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ପୁତ୍ରଗଣ; ଯଥା ଏର ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ପୁତ୍ରଗଣ; ଯଥା ଏର୍‍ ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।