1 Chronicles 2:30 — Compare Translations

5 translations compared side by side

Odia - 1840
"ନାଦବଙ୍କର ପୁତ୍ରମାନେ ଥିଲେ: ସେଲଦ୍ ଓ ଅପ୍ପଯିମ। ସେଲଦ୍ ନିଃସନ୍ତାନ ହାଇେ ମୃତ୍ଯୁବରଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନାଦବର ପୁତ୍ର ସେଲଦ୍ ଓ ଅପ୍ପୟିମ୍; ମାତ୍ର ସେଲଦ୍ ନିଃସନ୍ତାନ ହୋଇ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ନାଦବଙ୍କର ପୁତ୍ରମାନେ ଥିଲେ: ସେଲଦ୍ ଓ ଅପ୍ପୟିମ। ସେଲଦ୍ ନିଃସନ୍ତାନ ହୋଇ ମୃତ୍ୟୁବରଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍‍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।