1 Chronicles 2:32 — Compare Translations
5 translations compared side by side
Odia - 1840
"ୟାଦା ଶମ୍ମଯଙ୍କର ଭ୍ରାତା ଥିଲେ। ୟାଦାଙ୍କର ପୁତ୍ରମାନେ ଥିଲେ: ଯେଥର, ଯୋନାଥନ। ଯେଥର ନିଃସନ୍ତାନ ହାଇେ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ୍; ଯେଥର ନିଃସନ୍ତାନ ହୋଇ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାଦା ଶମ୍ମୟଙ୍କର ଭ୍ରାତା ଥିଲେ। ଯାଦାଙ୍କର ପୁତ୍ରମାନେ ଥିଲେ: ଯେଥର, ଯୋନାଥନ। ଯେଥର ନିଃସନ୍ତାନ ହୋଇ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।