1 Chronicles 2:33 — Compare Translations

5 translations compared side by side

Odia - 1840
"ଯୋନାଥନଙ୍କର ପୁତ୍ରମାନେ ଥିଲେ: ପଲେତ୍ ଓ ସାସା। ଏହା ୟିରହମଲଙ୍କେ ସନ୍ତାନଗଣଙ୍କର ତାଲିକା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋନାଥନ୍ର ପୁତ୍ର ପେଲତ୍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନଙ୍କର ପୁତ୍ରମାନେ ଥିଲେ: ପେଲତ୍ ଓ ସାସା। ଏହା ଯିରହମେଲଙ୍କ ସନ୍ତାନଗଣଙ୍କର ତାଲିକା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।