1 Chronicles 2:34 — Compare Translations

5 translations compared side by side

Odia - 1840
"ଶେଶନ୍ଙ୍କର କୌଣସି ପୁତ୍ର ନ ଥିଲେ। ତାଙ୍କର କବଳେ କନ୍ଯାମାନେ ଥିଲେ। ଶେଶନ୍ଙ୍କର ୟାର୍ହା ନାମ ରେ ଜଣେ ମିଶରୀଯ କ୍ରୀତଦାସୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଶନ୍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ । ପୁଣି ଶେଶନ୍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା ।
Odia Bible ERV 2004 (ପବିତ୍ର ବାଇବଲ)
ଶେଶ‌ନଙ୍କର କୌଣସି ପୁତ୍ର ନ ଥିଲେ। ତାଙ୍କର କେବଳ କନ୍ୟାମାନେ ଥିଲେ। ଶେଶ‌ନଙ୍କର ଯାର୍ହା ନାମରେ ଜଣେ ମିଶରୀୟ କ୍ରୀତଦାସ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସରୀୟ ଦାସ ଥିଲା, ତାହାର ନାମ ଯାର୍ହା।
Odia IRV 2017 (ଓଡିଆ ବାଇବେଲ)
ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା।