1 Chronicles 2:35 — Compare Translations

5 translations compared side by side

Odia - 1840
"ଶେଶନ୍ ନିଜ ଝିଅକୁ ୟାର୍ହା ସହିତ ବିବାହ ଦେଲେ। ସମାନଙ୍କେର ପୁତ୍ରଟିଏ ଜନ୍ମ ହେଲା। ତାହାର ନାମ ଥିଲା: ଅତ୍ତଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରରେ ଅତ୍ତୟକୁ ଯାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶେଶନ୍ ନିଜ ଝିଅକୁ ଯାର୍ହା ସହିତ ବିବାହ ଦେଲେ। ସେମାନଙ୍କର ପୁତ୍ରଟିଏ ଜନ୍ମ ହେଲା। ତାହାର ନାମ ଥିଲା: ଅତ୍ତୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।