1 Chronicles 2:36 — Compare Translations

5 translations compared side by side

Odia - 1840
"ଅତ୍ତଯ ନାଥନଙ୍କର ପିତା ଥିଲେ। ନାଥନ ସାବଦ୍କର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦକୁ ଜାତ କଲା,
Odia Bible ERV 2004 (ପବିତ୍ର ବାଇବଲ)
ଅତ୍ତୟ ନାଥନଙ୍କର ପିତା ଥିଲେ। ନାଥନ ସାବଦ‌କ୍‌ର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା,