1 Chronicles 2:4 — Compare Translations
5 translations compared side by side
Odia - 1840
"ଯିହୁଦାଙ୍କର ପୁତ୍ରବଧୂ ତାମର ପରେସ ଓ ସରହଙ୍କେୁ ଜନ୍ମ ଦଲୋ। ଏହିପରି ଯିହୁଦାଙ୍କର ପାଞ୍ଚ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୁଦାର ପୁତ୍ରବଧୁ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା । ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାଙ୍କର ପୁତ୍ରବଧୂ ତାମର ପେରସ ଓ ସେରହଙ୍କୁ ଜନ୍ମ ଦେଲା। ଏହିପରି ଯିହୁଦାଙ୍କର ପାଞ୍ଚ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।