1 Chronicles 2:41 — Compare Translations

5 translations compared side by side

Odia - 1840
"ଶଲ୍ଲୁମ୍ ୟିକମିଯଙ୍କ ପିତା ଥିଲେ ଏବଂ ୟିକମିଯ ଇଲୀଶାମଙ୍କର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲ୍ଲୁମ୍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲ୍ଲୁମ୍ ଯିକମିୟଙ୍କ ପିତା ଥିଲେ ଏବଂ ଯିକମିୟ ଇଲୀଶାମାଙ୍କର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲ୍ଲୁମ୍‍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଶଲ୍ଲୁମ୍‍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା।