1 Chronicles 2:42 — Compare Translations

5 translations compared side by side

Odia - 1840
"କାଲେବ୍ ୟିରହମଲଙ୍କେର ଭ୍ରାତା ଥିଲେ। କାଲବଙ୍କେର କେତାଟେି ପୁତ୍ର ଥିଲେ। ପ୍ରଥମ ପୁତ୍ର ଥିଲେ ମଶାେ। ମଶାେ ସୀଫ୍ଙ୍କର ପିତା ଥିଲେ। କାଲବଙ୍କେର ଆହୁରି ମଧ୍ଯ ପୁତ୍ର ଥିଲେ। ମା ରଶାେ ହିବ୍ରୋଣଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରହମେଲର ଭ୍ରାତା କାଲେବ୍ର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମୋଶା ସୀଫ୍ର ପିତା ଥିଲା; ପୁଣି ହିବ୍ରୋଣର ପିତା ମାରେଶାର ପୁତ୍ରଗଣ ।
Odia Bible ERV 2004 (ପବିତ୍ର ବାଇବଲ)
‌‌‌କାଲେ‌ବଙ୍କର ପରିବାର କାଲେବ୍ ଯିରହମେଲଙ୍କର ଭ୍ରାତା ଥିଲେ। ‌‌‌କାଲେ‌ବଙ୍କର କେତୋଟି ପୁତ୍ର ଥିଲେ। ପ୍ରଥମ ପୁତ୍ର ଥିଲେ ମେଶା। ମେଶା ସୀ‌ଫ୍‌ଙ୍କର ପିତା ଥିଲେ। ‌‌‌କାଲେ‌ବଙ୍କର ଆହୁରି ମଧ୍ୟ ପୁତ୍ର ଥିଲେ। ମାରେଶା ହିବ୍ରୋଣଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।
Odia IRV 2017 (ଓଡିଆ ବାଇବେଲ)
ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।