1 Chronicles 2:44 — Compare Translations
5 translations compared side by side
Odia - 1840
"ଶମାେ ରହମ୍ଙ୍କ ପିତା ଥିଲେ। ରହମ୍ ୟର୍କିଯମଙ୍କ ପିତା ଥିଲେ। ରକେମ୍ ଶମ୍ମଯଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍ ଶମ୍ମୟକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶେମା ରହମ୍ଙ୍କ ପିତା ଥିଲେ। ରହମ୍ ଯର୍କୀୟମଙ୍କ ପିତା ଥିଲେ। ରେକମ୍ ଶମ୍ମୟଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍ ଶମ୍ମୟକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍ ଶମ୍ମୟକୁ ଜାତ କଲା।