1 Chronicles 2:46 — Compare Translations
5 translations compared side by side
Odia - 1840
"କାଲବଙ୍କେର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମାେତ୍ସା ଓ ଗା ସେସଙ୍କର ମାତା ଥିଲେ। ହାରଣ ଗା ସେସଙ୍କର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କାଲେବ୍ର ଉପପନିୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
କାଲେବଙ୍କର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମୋତ୍ସା ଓ ଗାସେସଙ୍କର ମାତା ଥିଲେ। ହାରଣ ଗାସେସଙ୍କର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା।