1 Chronicles 2:49 — Compare Translations
5 translations compared side by side
Odia - 1840
"ମାଖା ଶାଫ ଓ ଶିବାଙ୍କର ମଧ୍ଯ ମାତା ଥିଲେ। ଶାଫ ମଦମନ୍ନାଙ୍କର ପିତା ଥିଲେ। ଶିବା ମଗବନୋର ଓ ଗିବିଯାଙ୍କର ପିତା ଥିଲେ। କାଲବରଙ୍କେର ଝିଅ ଥିଲେ ଅକଷା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଆକ୍ଷା କାଲେବ୍ର କନ୍ୟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାଖା ଶାଫ ଓ ଶିବାଙ୍କର ମଧ୍ୟ ମାତା ଥିଲେ। ଶାଫ ମଦମନ୍ନାଙ୍କର ପିତା ଥିଲେ। ଶିବା ମଗବେନାର ଓ ଗିବିୟାଙ୍କର ପିତା ଥିଲେ। କାଲେବଙ୍କର ଝିଅ ଥିଲେ ଅକ୍ଷା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍ଷା କାଲେବର କନ୍ୟା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍ଷା କାଲେବର କନ୍ୟା ଥିଲା।