1 Chronicles 2:50 — Compare Translations

5 translations compared side by side

Odia - 1840
"ଏହା କାଲବଙ୍କେର ଉତ୍ତରାଧିକାରୀ ବଂଶମାନଙ୍କର ତାଲିକା ଅଟେ। ହୂର କାଲବଙ୍କେର ଜେଷ୍ଠ ପୁତ୍ର ଥିଲେ। ସେ ଇଫ୍ରାଥାଙ୍କ ଠାରୁ ଜନ୍ମ ହାଇେଥିଲେ। ହୁରଙ୍କର ପୁତ୍ର ଶାେବଲ ଥିଲେ, କିରିଯତ୍-ୟିଯାରୀମ୍ର ପ୍ରତିଷ୍ଠାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଲେବ୍ର ସନ୍ତାନଗଣ; ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍ କିରୀୟତ୍-ଯିୟାରୀମ୍ର ପିତା;
Odia Bible ERV 2004 (ପବିତ୍ର ବାଇବଲ)
ଏହା ‌‌‌କାଲେ‌ବଙ୍କର ଉତ୍ତରାଧିକାରୀ ବଂଶମାନଙ୍କର ତାଲିକା ଅଟେ। ହୂର ‌‌‌କାଲେ‌ବଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ। ସେ ଇଫ୍ରାଥାଙ୍କଠାରୁ ଜନ୍ମ ହୋଇଥିଲେ। ହୂରଙ୍କର ପୁତ୍ର ଶୋବଲ କିରିୟତ୍-ଯିୟାରୀ‌ମ୍‌ର ପ୍ରତିଷ୍ଠାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା;
Odia IRV 2017 (ଓଡିଆ ବାଇବେଲ)
କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା;