1 Chronicles 2:51 — Compare Translations

5 translations compared side by side

Odia - 1840
"ଶଲ୍ମ ବୈଥ୍ଲହମରେ ପ୍ରତିଷ୍ଠାତା ଓ ହାଲେଫ୍ ବୈଥ୍ଗାଦର ପ୍ରତିଷ୍ଠାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲ୍ମ ବୈଥ୍ଲେହମ୍ର ପିତା, ହାରେଫ୍ ବୈଥ୍ଗାଦରର ପିତା;
Odia Bible ERV 2004 (ପବିତ୍ର ବାଇବଲ)
ଶ‌ଲ୍‌ମ ବୈ‌ଥ୍‌ଲେହମର ପ୍ରତିଷ୍ଠାତା ଓ ହାଲେଫ୍ ବୈଥ୍‌ଗାଦର ପ୍ରତିଷ୍ଠାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଲ୍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;
Odia IRV 2017 (ଓଡିଆ ବାଇବେଲ)
ସଲ୍‍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;