1 Chronicles 2:52 — Compare Translations
5 translations compared side by side
Odia - 1840
"ଶାେବଲ କିରିଯତ୍-ୟିଯାରୀମର ପ୍ରତିଷ୍ଠାତା ଥିଲେ। ଏହା ଶାେବଲଙ୍କ ବଂଶଧରମାନଙ୍କର ଏକ ତାଲିକା ଅଟେ। ହରାଯା, ମନୁହୋଥର ଅର୍ଦ୍ଧକେ ଲୋକ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କିରୀୟତ୍-ଯିୟାରୀମ୍ର ପିତା ଶୋବଲର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଶୋବଲ କିରିୟତ୍-ଯିୟାରୀମର ପ୍ରତିଷ୍ଠାତା ଥିଲେ। ଏହା ଶୋବଲଙ୍କ ବଂଶଧରମାନଙ୍କର ଏକ ତାଲିକା ଅଟେ। ହରାୟା, ମନୁହୋଥର ଅର୍ଦ୍ଧେକ ଲୋକ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କିରୀୟଥ୍-ଯିୟାରୀମ୍ର ପିତା ଶୋବଲ୍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।
Odia IRV 2017 (ଓଡିଆ ବାଇବେଲ)
ଆଉ କିରୀୟଥ୍-ଯିୟାରୀମ୍ର ପିତା ଶୋବଲ୍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।