1 Chronicles 2:53 — Compare Translations

5 translations compared side by side

Odia - 1840
"କିରିଯତ୍-ୟିଯାରୀମ ପରିବାର ବର୍ଗମାନେ ଥିଲେ, ୟିତ୍ରୀଯ, ପୁଥୀଯ, ଶୂମାଥୀଯ ଓ ମିଶ୍ରାଯୀଯ। ସରାଯୀଯ ଓ ଇଷ୍ଟାଯୋଲୀଯଗଣ ମିସ୍ରାଯୀଯରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କିରୀୟତ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ ଓ ପୂଥୀୟ ଓ ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିରିୟତ୍-ଯିୟାରୀମ ପରିବାର ବର୍ଗମାନେ ଥିଲେ, ଯିତ୍ରୀୟ, ପୁଥୀୟ, ଶୂମାଥୀୟ ଓ ମିଶ୍ରାୟୀୟ। ସରାୟୀୟ ଓ ଇଷ୍ଟାୟୋଲୀୟଗଣ ମିଶ୍ରାୟୀୟରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।