1 Chronicles 2:54 — Compare Translations
5 translations compared side by side
Odia - 1840
"ଶଲୂମଙ୍କର ବଂଶଧରମାନେ ଥିଲେ, ବୈଥଲହେମ୍ ନଟୋଫାତୀୟ, ଅଟ୍ରୋତ୍ବେତ୍ ଯୋୟାବ ମନହୋତୀୟର ସରାରୀୟର ଅର୍ଧେକ ଲୋକ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲ୍ମର ସନ୍ତାନଗଣ; ଯଥା, ବୈଥ୍ଲେହେମ୍ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମନହୋତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୂମଙ୍କର ବଂଶଧରମାନେ ଥିଲେ, ବୈଥ୍ଲେହମ୍ ନଟୋଫାତୀୟ, ଅଟ୍ରତ୍ବେତ୍ ଯୋୟାବ, ମନହୋତୀୟର ସରାରୀୟର ଅର୍ଦ୍ଧେକ ଲୋକ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।
Odia IRV 2017 (ଓଡିଆ ବାଇବେଲ)
ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।