1 Chronicles 2:55 — Compare Translations

5 translations compared side by side

Odia - 1840
"ଏବଂ ୟାବେସ୍ ରେ ବାସ କରୁଥିବା ଲିପିକାରମାନଙ୍କର ପରିବାରସବୁ ତିରିଯାଥୀଯ, ଶିମିଯଥୀଯ ଓ ସୁଖାଥୀଯ ଥିଲେ। ଏହି କୀନୀଯ ଲୋକମାନେ ହମ୍ମତରୁ ଆସିଥିଲେ। ହମ୍ମତ୍ ବେଥ- ରଖାବରେ ପ୍ରତିଷ୍ଠାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାବେସ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ । ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତଠାରୁ ଉତ୍ପନ୍ନ କୀନୀୟ ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯାବେ‌‌ସ୍‌‌ରେ ବାସ କରୁଥିବା ଲିପିକାରମାନଙ୍କର ପରିବାରସବୁ ତିରିୟାଥୀୟ, ଶିମିୟଥୀୟ ଓ ସୁଖାଥୀୟ ଥିଲେ। ଏହି କୀନୀୟ ଲୋକମାନେ ହମ୍ମତରୁ ଆସିଥିଲେ। ହମ୍ମତ୍ ବେଥ-ରେଖାବର ପ୍ରତିଷ୍ଠାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।