1 Chronicles 2:7 — Compare Translations
5 translations compared side by side
Odia - 1840
"ସିମ୍ରିଙ୍କର ପୁତ୍ର ଥିଲେ କାର୍ମି। କାର୍ମିଙ୍କର ପୁତ୍ର ଥିଲେ ଆଖାର । ଏହି ଆଖାର ଇଶ୍ରାୟେଲ ନିମନ୍ତେ ବହୁତ ଦୁଃଖ ବିପଦକୁ ଡ଼ାକି ଆଣିଥିଲେ ୟିଏକି ଆଖର ୟୁଦ୍ଧ ରେ ପାଇଥିବା ବସ୍ତୁଗୁଡ଼ିକୁ ନିଜ ପାଖ ରେ ରଖିଥିଲେ, କିନ୍ତୁ ସେ ସହେି ବସ୍ତୁଗୁଡ଼ିକୁ ପରମେଶ୍ବରଙ୍କୁ ଦଇେ ଦବୋର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କମର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟଲଙ୍ଘନ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସିମ୍ରିଙ୍କର ପୁତ୍ର ଥିଲେ କାର୍ମି। କାର୍ମିଙ୍କର ପୁତ୍ର ଥିଲେ ଆଖାର । ଏହି ଆଖାର ଇସ୍ରାଏଲ ନିମନ୍ତେ ବହୁତ ଦୁଃଖ ବିପଦକୁ ଡାକି ଆଣିଥିଲେ ଯିଏ କି ଆଖର ଯୁଦ୍ଧରେ ପାଇଥିବା ବସ୍ତୁଗୁଡ଼ିକୁ ନିଜ ପାଖରେ ରଖିଥିଲେ, କିନ୍ତୁ ସେ ସେହି ବସ୍ତୁଗୁଡ଼ିକୁ ପରମେଶ୍ୱରଙ୍କୁ ଦେଇ ଦେବାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।