1 Chronicles 20:2 — Compare Translations

5 translations compared side by side

Odia - 1840
"ଦାଉଦ ସମାନଙ୍କେ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ। ସହେି ସୁବର୍ଣ୍ଣ ମୁକୁଟର ଓଜନ ଥିଲା ଏକ ତାଳନ୍ତ। ସହେି ମୁକୁଟର ଅତି ମୂଲ୍ଯବାନ ପଥରସବୁ ଲାଗିଥିଲା। ଦାଉଦଙ୍କ ମସ୍ତକରେ ସହେି ମୁକୁଟ ପିନ୍ଧାଗଲା। ଏହାପରେ ଦାଉଦ ରବ୍ବା ନଗରୀରୁ ମିଳିଥିବା ଅନକେ ମୂଲ୍ଯବାନ ବସ୍ତୁ ପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ିନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳ; ପରିମିତ ସ୍ଵର୍ଣ୍ଣ ଓ ତହିଁର ବହୁମୂଲ୍ୟ ପ୍ରସ୍ତରମାନ ଥିଲା । ପୁଣି ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ। ସେହି ସୁବର୍ଣ୍ଣ ମୁକୁଟର ଓଜନ ଥିଲା ଏକ ତାଳନ୍ତ। ସେହି ମୁକୁଟରେ ଅତି ମୂଲ୍ୟବାନ ପଥରସବୁ ଲାଗିଥିଲା। ଦାଉଦଙ୍କ ମସ୍ତକରେ ସେହି ମୁକୁଟ ପିନ୍ଧାଗଲା। ଏହା ପରେ ଦାଉଦ ରବ୍ବା ନଗରୀରୁ ମିଳିଥିବା ଅନେକ ମୂଲ୍ୟବାନ ବସ୍ତୁ ପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟ ଦ୍ରବ୍ୟ ବାହାର କରି ଆଣିଲେ।